admin Sep 10, 2026 2
admin Sep 9, 2026 10
admin Sep 5, 2026 199
admin Aug 31, 2026 5
admin Aug 13, 2026 18
admin Sep 11, 2026 105
admin Sep 11, 2026 4
admin Sep 11, 2026 22
admin Sep 11, 2026 2
admin Aug 27, 2026 13
admin Aug 26, 2026 6
admin Aug 14, 2026 6
admin Aug 8, 2026 4
admin Aug 2, 2026 5
admin Jul 27, 2026 9
admin Jul 25, 2026 18
admin May 29, 2026 9
admin Apr 17, 2026 62
admin Apr 14, 2026 30
admin Jul 25, 2026 5
admin May 16, 2026 18
admin May 15, 2026 16
admin May 14, 2026 15
admin Sep 11, 2026 47
admin Aug 29, 2026 6
admin May 29, 2026 68
admin May 27, 2026 11
admin May 17, 2026 67
admin Sep 11, 2026 104
admin Sep 10, 2026 169
admin Sep 8, 2026 5
admin Sep 6, 2026 4
admin Sep 1, 2026 102
Join our subscribers list to get the latest news, updates and special offers directly in your inbox
ରାଜନୀତି
ଅନାସ୍ଥାକାର୍ଯ୍ୟକାରୀକରିବାକୁଜନପ୍ରତିନିଧିଙ୍କଧାରଣା ଏସ୍ଆଇଆର୍ ବାହାନା କଲା ପ୍ରଶାସନ ୧୭ରୁ ଅହୋରାତ୍ର ଧାରଣା ପାଇଁ ଚେତାବନୀ ନୟାଗଡ଼,୧୦ା୬ :( ଅଶୋକ କୁମାର ସାଥୁଆ )ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣା ଦେଲେ ନିର୍ବାଚିତ ଜନପ୍ରତିନିଧି । ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁଙ୍କ ବିରୁଦ୍ଧରେ ଆସିଥିବା ଅନାସ୍ଥା କାର୍ଯ୍ୟକାରୀ କରିବାରେ ପ୍ରଶାସନ କରୁଥିବା ଅବହେଳା ପ୍ରତିବାଦରେ ଧାରଣା ଦିଆଯାଇଥିଲା । ଗତ ମେ ୧୨ ତାରିଖରେ ବିଜେଡିରୁ ଇସ୍ତଫା ଦେଇ ୧୫ ତାରିଖରେ ବିଜେପିରେ ମିଶିଥିଲେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ। ଯାହାକୁ ନେଇ ନିର୍ବାଚିତ ସରପଞ୍ଚ ଓ ସମିତିସଭ୍ୟ ମେ ୧୮ ତାରିଖରେ ଅନାସ୍ଥା ପ୍ରସ୍ତାବ ଆଗତ କରିଥିଲେ। ଆଜି ପର୍ଯ୍ୟନ୍ତ ଅନାସ୍ଥା ପ୍ରକିୟା ଆରମ୍ଭ ହୋଇନାହିଁ। ଉପଜିଲ୍ଲାପାଳ ଅନାସ୍ଥା ପ୍ରସ୍ତାବରେ ରହିଥିବା ଦସ୍ତଖତ ଯାଞ୍ଚ କରିବାକୁ ପଠାଇ ସମୟ ଗଡ଼ାଇ ଚାଲିଥିବା ଅଭିଯୋଗ ହୋଇଛି। ଗତ ୩୦ ତାରିଖରେ ଅନେକ ଜନପ୍ରତିନିଧି ନୟାଗଡ଼ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟକୁ ଯାଇ ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାରଙ୍କୁ ଘେରାଉ କରିଥିଲେ। ଉପଜିଲ୍ଲାପାଳଙ୍କୁ ପ୍ରଶ୍ନବାଣରେ ତାଙ୍କୁ ଛନ୍ଦିଥିଲେ। କାହିଁକି ବିଳମ୍ବ ହେଉଛି, ଚାପରେ ପ୍ରଶାସନ ଚେପା ହେଉଛି କି ବୋଲି ପ୍ରଶ୍ନ କରିଥିଲେ। ଉପଜିଲ୍ଲାପାଳ କୈାଣସି ସନ୍ତୋଷ ଜନକ ଉତ୍ତର ଦେଇ ପାରିନଥିଲେ। ଜିଲ୍ଲାପାଳ ମଧୁମିତା ରଥ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ ପହଞ୍ଚି ଜନପ୍ରତିନିଧିଙ୍କୁ ବୁଝାଶୁଝା କରିଥିଲେ। ଦୁଇ ଦିନ ମଧ୍ୟରେ ଅନାସ୍ଥା ପ୍ରକିୟା ଆରମ୍ଭ କରାଯିବ ବୋଲି ଜିଲ୍ଲାପାଳ ପ୍ରତିଶୃତି ଦେଇଥିଲେ। ୩୦ ତାରିଖରୁ ଆଜି ମଧ୍ୟରେ ଜନପ୍ରତିନିଧିମାନେ ଜିଲ୍ଲାପାଳଙ୍କୁ ଦୁଇ ଦୁଇ ଥର ଭେଟିବା ପରେ ବି ଅନାସ୍ଥା ପାଇଁ କୈାଣସି ପ୍ରକିୟା ଆରମ୍ଭ ହୋଇନାହିଁ। ଘଟଣାକୁ ନେଇ ନୟାଗଡ଼ରେ ରାଜନୈତିକ ମାହୋଲ ଉଷ୍ମ ହେଉଛି। ପ୍ରଶାସନ ସରକାରୀ ଦଳର ହାତ ବାରିଶ ସାଜୁଥିବା ଅଭିଯୋଗ ହୋଇଛି। ଆଜି ନୟାଗଡ଼ ବ୍ଲକ ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁଙ୍କ ସମେତ ବହୁ ସରପଞ୍ଚ, ସମିତି ସଭ୍ୟ ଓ ଜନପ୍ରତିନିଧିମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣା ଦେଇଛନ୍ତି । ଜିଲ୍ଲା ପରିଷଦ ସଦସ୍ୟ ସରୋଜ ରଣସିଂ, ସୁବାଷ ଚନ୍ଦ୍ର କହଁର, କ୍ଷୀରୋଦ ମହାପାତ୍ର ପ୍ରମୂଖ ଉପସ୍ଥିତ ରହି ଧାରଣାକୁ ସମର୍ଥନ ଦେଇଛନ୍ତି । ଜିଲ୍ଲା ପ୍ରଶାସନ ଗଣତନ୍ତ୍ରର ହତ୍ୟା କରୁଥିବା ଏବଂ ଅନସ୍ଥା କାର୍ଯ୍ୟକାରୀ କରାନଗଲେ ଜୋରଦାର ଆନ୍ଦୋଳନ କରାଯିବ ବୋଲି ବାଲୁଗାଁ ସରପଞ୍ଚ ମନୋଜ କୁମାର ନାୟକ ଗଣମାଧ୍ୟମକୁ କହିଛନ୍ତି । ଆଜି ଦୀର୍ଘ ସମୟ ଧାରଣା ଦେବା ପରେ ଜିଲ୍ଲାପାଳ ଓ ଉପଜିଲ୍ଲାପାଳ ଧାରଣା ସ୍ଥଳକୁ ଆସି ଜନପ୍ରତିନିଧିଙ୍କ ସହ ଆଲୋଚନା କରିଥିଲେ । ଉପଜିଲ୍ଲାପାଳ ଏସ୍ଆଇଆର୍ କାମ ଚାଲିଥିବାରୁ ଜୁଲାଇ ୫ ତାରିଖ ପରେ ଅନସ୍ଥା ପାଇଁ ନୋଟିସ କରାଯିବ ବୋଲି କହିଥିଲେ । ଏହା ଶୁଣି ନିର୍ବାଚିତ ଜନପ୍ରତିିନିଧିମାନେ ଜୋରଦାର ବିରୋଧ କରିଥିଲେ । ଅନସ୍ଥା ନୋଟିସ କରାଯିବା ପରେ ଧାରଣା ପ୍ରତ୍ୟାହୃତ ହେବ ବୋଲି କହିଥିଲେ । ଏହା ଶୁଣି ଜିଲ୍ଲାପାଳ ଓ ଉପଜିଲ୍ଲାପାଳ ସେଠାରୁ ଫେରି ଯାଇଥିଲେ । ଜିଲ୍ଲା ପ୍ରଶାସନ ସରକାରୀ କଳ ଦ୍ୱାରା ଚାପ ଗ୍ରସ୍ତ ବୋଲି ଜନପ୍ରତିନିଧିମାନେ କହିବା ସହ ଅସନ୍ତୋଷ ଜାହିର କରିଥିଲେ । ଜନପ୍ରତିନିଧିମାନେ ଆଜି ଜିଲ୍ଲାପାଳଙ୍କୁ ପୁଣି ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଆସନ୍ତା ୧୭ ତାରିଖଠାରୁ ଅହୋରାତ୍ର ଧାରଣା ଦିଆଯିବ ବୋଲି ଚେତାବନୀ ଦିଆଯାଇଛି ।
Previous Article
Next Article
admin1
admin1 Jun 1, 2026 7
admin1 Jun 27, 2026 3
admin1 Jun 25, 2026 25
admin May 24, 2026 46
admin1 Jun 5, 2026 6
admin Aug 1, 2026 13
admin Aug 3, 2026 420
admin Aug 23, 2026 391
admin Aug 11, 2026 347
admin Aug 21, 2026 340
admin Aug 5, 2026 327
ବିଜେଡି
ବିଜେପି
କଂଗ୍ରେସ
Vote View Results
Total Vote: 39
View Options