*ଏପ୍ରିଲ ୨୭ ତାରିଖ ରୁ ଖରା ଛୁଟି*

*ଏପ୍ରିଲ ୨୭ ତାରିଖ ରୁ ଖରା  ଛୁଟି*

*???? ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ*

*???? ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ*

*???? ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା*

*???? ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା*

*???? ଗଣଶିକ୍ଷା ବିଭାଗର ଏସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ*