*ଓଡ଼ିଆରେ ମିଳିବ ମାଟ୍ରିକ୍ ସାର୍ଟିଫିକେଟ୍*p
*-ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ବଡ଼ ସୂଚନା*
*-ପ୍ରଥମଥର ଛାତ୍ରଛାତ୍ରୀଙ୍କୁ ଓଡ଼ିଆରେ ମିଳିବ ମାଟ୍ରିକ୍ ସାର୍ଟିଫିକେଟ୍*
*-ଉଭୟ ଓଡ଼ିଆ ଓ ଇଂରାଜୀରେ ଉପଲବ୍ଧ ହେବ ମାଟ୍ରିକ ସାର୍ଟିଫିକେଟ୍*
*-କାଲି ଅପରାହ୍ନରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ*
*-ଷ୍ଟେଟ୍ ଓପନ୍ ସ୍କୁଲ ଓ ମଧ୍ୟମା ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ*
*- www.bseodisha.ac.in ରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ*


admin 
