ଖୁବଶୀଘ୍ର ସ୍ଲଟ୍ ବୁକିଂରେ ଶ୍ରୀମନ୍ଦିର ଦର୍ଶନ- ମନ୍ତ୍ରୀ
*-ଖୁବ୍ ଶୀଘ୍ର ସ୍ଲଟ୍ ବୁକିଂ ମାଧ୍ୟମରେ ଆରମ୍ଭ ହେବ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା*
*-ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ*
*‘-ଉଭୟ ଲାଇନ ଓ ସ୍ଲଟ୍ ବୁକିଂ ଦର୍ଶନ ଜାରି ରହିବା ନେଇ ଯୋଜନା କରୁଛୁ’*
*‘-ସ୍ୱତନ୍ତ୍ର ହୋଲଡିଂ ଏରିଆରେ ସ୍ଲଟ୍ ବୁକିଂ ମାଧ୍ୟମରେ ଦର୍ଶନ କରିବେ ଶ୍ରଦ୍ଧାଳୁ*
*‘-ପ୍ରଥମେ ପରୀକ୍ଷାମୂଳକ ଭାବରେ ସ୍ଲଟ୍ ବୁକିଂ ଦର୍ଶନ ବ୍ୟବସ୍ଥା କରାଯିବ’*


admin 
