ଜିଲ୍ଲାପାଳ ଙ୍କ ଅଙ୍ଗନବାଡି କେନ୍ଦ୍ର ପରିଦର୍ଶନ.

ଜିଲ୍ଲାପାଳ ଙ୍କ ଅଙ୍ଗନବାଡି କେନ୍ଦ୍ର ପରିଦର୍ଶନ.

ଜିଲ୍ଲାପାଳ ଙ୍କ ଅଙ୍ଗନବାଡି କେନ୍ଦ୍ର ପରିଦର୍ଶନ ନୟାଗଡ ତା ୨୪/୬ ନୟାଗଡ଼ ଜିଲ୍ଲାର ନୟାଗଡ଼ ବ୍ଲକ ଅଧୀନସ୍ଥ କ୍ରୀଦାସପୁର ଅଙ୍ଗନବାଡ଼ି କେନ୍ଦ୍ରକୁ ଜିଲ୍ଲାପାଳ ମଧୁମିତା ରଥ,ଭାରପ୍ରାପ୍ତ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀଜୟଶ୍ରୀ ପଟ୍ଟନାୟକ ଏବଂ ଜିଲ୍ଲା ସଂଯୋଜକ ହଗ ସୌମ୍ୟ ରଞ୍ଜନ ଦାଶ ଅଚାନକ ପରିଦର୍ଶନ କରିଥିଲେ। ପରିଦର୍ଶନ ସମୟରେ ଜିଲ୍ଲାପାଳ ପିଲାମାନଙ୍କ ସହ ସମୟ ଅତିବାହିତ କରି ସେମାନଙ୍କ ସହ ଆଲୋଚନା କରିଥିଲେ। ସେ ପିଲାମାନଙ୍କ ପୁଷ୍ଟି, ସ୍ୱାସ୍ଥ୍ୟ ଏବଂ ଶିକ୍ଷାଗତ କାର୍ଯ୍ୟକଳାପର ସମୀକ୍ଷା କରିବା ସହିତ ସେମାନଙ୍କ ସର୍ବାଙ୍ଗୀନ ବିକାଶ ଓ କଲ୍ୟାଣ ପାଇଁ କିପରି ଅଧିକ ଉନ୍ନତି ଆଣିହେବ ସେନେଇ ଆଲୋଚନା କରିଥିଲେ। ନୟାଗଡ ରୁ ଜିଲ୍ଲା ପ୍ରତିନିଧି ଅଶୋକ କୁମାର ସାଥୁଆ ଙ୍କ ରିପୋର୍ଟ ବିଶେଷ ଖବର