ନବୀନଙ୍କୁ_ବିଜେପିର_କଡ଼ା_ଟାର୍ଗେଟ୍
*-ବିରୋଧୀ ଦଳ ନେତା ନବୀନଙ୍କୁ ଟାର୍ଗେଟ କଲା ବିଜେପି*
*-ବିଜେପି ସାଧାରଣ ସଂପାଦକ ବିରଞ୍ଚି ନାରାୟଣ ତ୍ରିପାଠୀଙ୍କ ଟାର୍ଗେଟ୍*
*-'ନିଜ ସରକାର ସମୟରେ ଅନେକ ଥର ପ୍ରଶ୍ନପତ୍ର ଲିକ୍ ହୋଇଥିଲା'*
*-'କେବଳ ନିଜ ଛବିକୁ ବଞ୍ଚାଇବା ପାଇଁ ମନ୍ତ୍ରୀଙ୍କୁ ନିଲମ୍ବନ କରୁଥିଲେ'*
*-ସ୍ଥାୟୀ ସମାଧାନ ପାଇଁ ନବୀନ କଣ ଉଦ୍ୟମ କରିଥିଲେ ବୋଲି ପ୍ରଶ୍ନ କଲେ*
*-'ଧର୍ମେନ୍ଦ୍ର ପ୍ରଧାନ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେଇଛନ୍ତି'*
*-'ପୂରା ବିଜେପି ଓ ଏନ୍ଡିଏ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଅଛି*


admin 
