ନମାମି ମନ୍ଦାକିନୀ ମହୋତ୍ସବ 2025 ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି.

ନମାମି ମନ୍ଦାକିନୀ ମହୋତ୍ସବ 2025 ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି. ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମ କୁ ଓଡିଶା ର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ. ସମ୍ମାନିତ ଅତିଥି ଭାବେ ରାଜ୍ୟ ଆଇନି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ସ୍ୱାମି ବ୍ରହ୍ମାନନ୍ଦ ସରସ୍ବତୀ, ଓଡିଶା ନାଗରିକ ମଞ୍ଚର ଉପସଭାପତି ପ୍ରଦୀପ କୁମାର ବିଶ୍ୱାଳ ଯୋଗ ଦେଇଥିଲେ. ଏହି କାର୍ଯ୍ୟକ୍ରମ କୁ ମୁଖପାତ୍ର ଅରବିନ୍ଦ ତ୍ରିପାଠୀ ଙ୍କ ତତ୍ୱାବଧାନ ରେ ପରିଚାଳନା କରାଯାଇଥିଲା

ନମାମି ମନ୍ଦାକିନୀ ମହୋତ୍ସବ   2025 ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି.