*ନେପାଳରେ_ଓଡ଼ିଆ_ଖେଳାଳି_ସୁରକ୍ଷିତ: ମନ୍ତ୍ରୀ*
-ନେପାଳ ଯାଇ ଫେରି ନଥିବା ଓଡ଼ିଆ ଫୁଟବଲ୍ ଖେଳାଳି ସୁରକ୍ଷିତ
-ସମସ୍ତେ ସୁରକ୍ଷିତ ଥିବା କହିଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ
'-ଖୁବ୍ ଶୀଘ୍ର ସମସ୍ତଙ୍କୁ ସୁରକ୍ଷିତ ଓଡ଼ିଶା ଫେରାଇ ଆଣିବାକୁ ଯୋଜନା ଚାଲିଛି'
‘-ଗୃହ ମନ୍ତ୍ରାଳୟକୁ ଏ ବାବଦରେ ଅବଗତ କରାଯାଇ ସାରିଛି’
‘-ଓଡ଼ିଶା ମୋ ପରିବାର ନିର୍ଦ୍ଦେଶାଳୟ ସହଯୋଗରେ ଫେରାଇ ଅଣାଯିବ’


admin 
