ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ପୋଡ଼ିବା ଏହା ଅକ୍ଷମଣୀୟ ଅପରାଧ, ତୁରନ୍ତ ଦୁର୍ବୃତ୍ତଙ୍କୁ ଗିରଫ କରାଯାଉ.. ଦେବୀ ମିଶ୍ର
ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ପୋଡ଼ିବା ଏହା ଅକ୍ଷମଣୀୟ ଅପରାଧ, ତୁରନ୍ତ ଦୁର୍ବୃତ୍ତଙ୍କୁ ଗିରଫ କରାଯାଉ.. ଦେବୀ ମିଶ୍ର
ପାଟଣାଗଡ଼ରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ପୋଡ଼ିବା ଘଟଣାରେ ପ୍ରେସମିଟ୍ କରି ବିଜେଡି ସମନ୍ଵୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ର କହିଛନ୍ତି, ପାଟଣାଗଡ଼ରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ପୋଡି ଦିଆଯିବାକୁ ହୀନ ପ୍ରୟାସ କରାଯାଇଛି ।ବିଜୁ ବାବୁଙ୍କ କଥା ଲିଭାଇବା ପାଇଁ ଲଗାତର ଭାବେ ଚେଷ୍ଟା କରାଯାଉଛି । ଏହା ଅକ୍ଷମଣୀୟ ଅପରାଧ । ତୁରନ୍ତ ଦୁର୍ବୃତ୍ତ ମାନଙ୍କୁ ଗିରଫ କରାଯାଉ ।