ଭିଜିଲାନ୍ସ ଜାଲରେ ଜଗତସିଂହପୁର ଜିଲ୍ଲା ଶିକ୍ଷା ଅଧିକାରୀ

ଭିଜିଲାନ୍ସ ଜାଲରେ  ଜଗତସିଂହପୁର ଜିଲ୍ଲା ଶିକ୍ଷା ଅଧିକାରୀ

​ଜଗତସିଂହପୁର ଜିଲ୍ଲା ଶିକ୍ଷା ଅଧିକାରୀ (DEO) କାର୍ଯ୍ୟାଳୟର ପ୍ରୋଗ୍ରାମର ଚନ୍ଦ୍ରଜିତ ପରିଜା ଭିଜିଲାନ୍ସ ହାତରେ ଧରାପଡ଼ିବା ପରେ ଏବେ ଗୋଟିଏ ପରେ ଗୋଟିଏ ଗୁମର ଖୋଲିବାରେ ଲାଗିଛି।

​ ତଦନ୍ତ ବେଳେ ମିଳିଲା ବଡ଼ ସଫଳତା:

ତଲାସୀ ସମୟରେ ତାଙ୍କ ନିକଟରୁ ୩ ଲକ୍ଷ ୨୧ ହଜାର ଟଙ୍କାର ନଗଦ କ୍ୟାସ୍ ଜବତ ହୋଇଥିବା ସୂଚନା ମିଳିଛି। ଲାଞ୍ଚ କାରବାର ଓ ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ତାଙ୍କ ଉପରେ ଚଢ଼ାଉ କରି ଅଧିକ ତଦନ୍ତ ଜାରି ରଖିଛି

​

ସଞ୍ଜୟ କୁମାର ପଣ୍ଡା ଙ୍କ ରିପୋର୍ଟ ବିଶେଷ ଖବର