*ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର୍*

*ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର୍*

*-ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ହସ୍ପିଟାଲର ସେକ୍ସନ ଅଫିସର୍*

*-ଅଢ଼େଇ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ସେକ୍ସନ ଅଫିସର୍ ଅନୀତ ଗୁରୁ*

*-GNM ଟ୍ରେନିଂ ସ୍କୁଲର ଶିକ୍ଷକଙ୍କ ଠାରୁ ଲାଞ୍ଚ ନେବାବେଳେ ଧରାପଡ଼ିଲେ*