ରାଜଧାନୀ ରେ ଗଣଦୁଷ୍କକର୍ମ....
*ରାଜଧାନୀରେ ଲଜ୍ଜା। ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ। ଇନଫୋଭାଲି ଥାନା ଅଞ୍ଚଳ ଏକ ଘରୋଇ ମେସ୍ ରେ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଥାନାରେ ଏତଲା ପରେ ପୁରୁଷ ବନ୍ଧୁଙ୍କ ସମେତ ୪ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ୍।* *ବୟଫ୍ରେଣ୍ଡ୍ ରୁମରେ ଗଲଫ୍ରେଣ୍ଡକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି।*


admin 
