୪ରୁ ବଢିବ ଓମ୍ଫେଡ ଦୁଗ୍ଧ ଦର
-ଆସନ୍ତା ୪ରୁ ଦୁଗ୍ଧ ଦର ବୃଦ୍ଧି କରିବ ଓମ୍ଫେଡ୍*
*-ଟୋନ୍ଡ ଦୁଗ୍ଧ ଲିଟର ପ୍ରତି ୪ ଟଙ୍କା ବୃଦ୍ଧି*
*-ଲିଟର ୫୪ ଟଙ୍କାରୁ ବୃଦ୍ଧି ପାଇ ହେବ ୫୮ ଟଙ୍କା*
*-ଟୋନ୍ଡ ଦୁଗ୍ଧ ପ୍ୟାକେଟ୍ (୫୦୦ ମି.ଲି) ୨ ଟଙ୍କା ବୃଦ୍ଧି*
-ପ୍ରିମିୟମ ଦୁଗ୍ଧ ଲିଟର ପ୍ରତି ୨ ଟଙ୍କା ବୃଦ୍ଧି
*-ଲିଟର ୫୮ ଟଙ୍କାରୁ ବୃଦ୍ଧି ପାଇ ହେବ ୬୦ ଟଙ୍କା*
*-ପ୍ରିମିୟମ ଦୁଗ୍ଧ ପ୍ୟାକେଟ୍ (୫୦୦ ମି.ଲି) ୧ ଟଙ୍କା ବୃଦ୍ଧି*
*-ଗୋଲ୍ଡ ପ୍ଲସ୍ ଦୁଗ୍ଧ ଲିଟର ପ୍ରତି ୨ ଟଙ୍କା ବୃଦ୍ଧି*
*-ଲିଟର ୬୪ ଟଙ୍କାରୁ ବୃଦ୍ଧି ପାଇ ହେବ ୬୬ ଟଙ୍କା*
*-ଗୋଲ୍ଡ ପ୍ଲସ୍ ଦୁଗ୍ଧ ପ୍ୟାକେଟ୍ (୫୦୦ ମି.ଲି) ୧ ଟଙ୍କା ବୃଦ୍ଧି*


admin 
