୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣା -ଚଳିତ ବର୍ଷ ୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିଛନ୍ତି ସରକାର .

୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣା -ଚଳିତ ବର୍ଷ ୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିଛନ୍ତି ସରକାର .

୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣା -ଚଳିତ ବର୍ଷ ୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିଛନ୍ତି ସରକାର
-ବିଧାନସଭାରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଉତ୍ତର
-'ଗତ ବର୍ଷ ଅପେକ୍ଷା ୨୬ ଲକ୍ଷ ମେଟ୍ରିକ୍ ଧାନ ଅଧିକା କିଣାହୋଇଛି'
-'ପ୍ରତ୍ୟେକ ବର୍ଷ ୧୬ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ FCI ନିଏ'
-'ଏଥର ଅଧିକ ୨୦ ଲକ୍ଷ ମେଟ୍ରିକ୍ ଟନ୍ ଧାନ ନେବାକୁ ରାଜି ହୋଇଛନ୍ତି'
-'ଚଳିତ ବର୍ଷ ମୋଟ ୪୬ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ନେବ FCI'
-'ତାପରେ ବି ୧୫ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ବଳକା ରହୁଛି'
-'୧୦ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ରଖିବାକୁ ଗୋଦାମ କରୁଛୁ'
-'ବଳକା ଚାଉଳକୁ ମଧ୍ୟ ଫ୍ରି ସେଲ୍ କରିବାକୁ ବ୍ୟବସ୍ଥା କରାଯାଉଛି'