*-ବୈଦେଶିକ ମନ୍ତ୍ରୀ ଜୟଶଙ୍କର, ପାକ୍ ସେନା ମୁଖ୍ୟ ମୁନିରଙ୍କ ସହ ଆଲୋଚନା*
*ଭାରତ ପାକିସ୍ତାନ ଅସ୍ତ୍ରବିରତି ସହମତି ରୁବିଓ-US ବୈଦେଶିକ ସଚିବ ମାର୍କୋ ରୁବିଓ ମଧ୍ୟ ସହମତି କଥା ଜଣାଇଲେ* *-ଭାରତ-ପାକିସ୍ତାନ ଅସ୍ତ୍ରବିରତି ସହମତି କଥା ଜଣାଇଲେ* *-ସେ ନିଜେ ଓ ଉପରାଷ୍ଟ୍ରପତି ଭାନ୍ସ ମଧ୍ୟସ୍ଥତା କରିଥିବା ସ୍ପଷ୍ଟ କଲେ* *-ବିଗତ ୪୮ ଘଣ୍ଟାର ଆଲୋଚନା ପରେ ସଫଳତା ମିଳିଥିବା କହିଲେ* *-ପ୍ରଧାନମନ୍ତ୍ରୀ ମୋଦି ଓ ପାକ୍ ପ୍ରଧାନମନ୍ତ୍ରୀ ସରିଫଙ୍କ ସହ ଆଲୋଚନା ହୋଇଛି* *-ବୈଦେଶିକ ମନ୍ତ୍ରୀ ଜୟଶଙ୍କର, ପାକ୍ ସେନା ମୁଖ୍ୟ ମୁନିରଙ୍କ ସହ ଆଲୋଚନା*
