IPS ଅଫିସରଙ୍କୁ ୧୭ଟି ଜିଲ୍ଲାର ସ୍ୱତନ୍ତ୍ର ନିରୀକ୍ଷଣ ଓ ତଦାରଖ ଦାୟିତ୍ୱ.

IPS ଅଫିସରଙ୍କୁ ୧୭ଟି ଜିଲ୍ଲାର ସ୍ୱତନ୍ତ୍ର ନିରୀକ୍ଷଣ ଓ ତଦାରଖ ଦାୟିତ୍ୱ.

*-୧୫ IPS ଅଫିସରଙ୍କୁ ୧୭ଟି ଜିଲ୍ଲାର ସ୍ୱତନ୍ତ୍ର ନିରୀକ୍ଷଣ ଓ ତଦାରଖ ଦାୟିତ୍ୱ* *-କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ଦାୟିତ୍ୱ* *-ସ୍ପେଶାଲ ଅପରେସନ୍ ଏଡିଜି ସଞ୍ଜୀବ ପଣ୍ଡାଙ୍କୁ କୋରାପୁଟ ଓ ରାୟଗଡ଼ା ଦାୟିତ୍ୱ* *-ଅନ୍ୟ ୧୩ ଆଇପିଏସ ଅଫିସରଙ୍କୁ ଗୋଟିଏ ଲେଖାଏଁ ଜିଲ୍ଲା ନିରୀକ୍ଷଣ ଦାୟିତ୍ୱ* *-ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଜଗତସିଂହପୁର ଜିଲ୍ଲା ନିରୀକ୍ଷଣ ଦାୟିତ୍ୱ* *-ରେଳବାଇ ଏଡିଜି ଅରୁଣ ବୋଥ୍ରାଙ୍କୁ ଅନୁଗୁଳ ଜିଲ୍ଲା ତଦାରଖ ଦାୟିତ୍ୱ* *-ଆଇନ ଓ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାରଙ୍କୁ ସମ୍ବଲପୁର ଜିଲ୍ଲା ଦାୟିତ୍ୱ* *-ଏଡିଜି ରାଜେଶ କୁମାରଙ୍କୁ ନୟାଗଡ଼, ଏଡିଜି ପ୍ରତୀକ ମହାନ୍ତିଙ୍କୁ ଯାଜପୁର* *-ଏଡିଜି ଯତୀନ୍ଦ୍ର କୋଏଲଙ୍କୁ କଳାହାଣ୍ଡି, ଏଡିଜି ଏସ୍‌. ସାଇନିଙ୍କୁ ବଲାଙ୍ଗୀର* *-ଆଇଜି ଏସ୍‌.ପ୍ରବୀଣ କୁମାରଙ୍କୁ କନ୍ଧମାଳ, ଆଇଜି ଦୀପକ କୁମାରଙ୍କୁ ମାଲକାନଗିରି* *-ଅନୁପ ସାହୁ ପୁରୀ, ଅବିନାଶ କୁମାର ମୟୂରଭଞ୍ଜ ଓ ସାର୍ଥକ ଷଡ଼ଙ୍ଗୀ କେନ୍ଦ୍ରାପଡ଼ା* *-ଆଇଜି ଗଜଭିୟେ ସତୀଶ କୁମାର ଈଶ୍ୱରଦାସଙ୍କୁ ଢେଙ୍କାନାଳ ଜିଲ୍ଲା ଦାୟିତ୍ୱ* *-ଆସନ୍ତା ଜୁଲାଇରୁ ସମୀକ୍ଷା ଓ ଯାଞ୍ଚ ପାଇଁ ଆଇପିଏସ୍ ଅଫିସରଙ୍କୁ ନିର୍ଦ୍ଦେଶ* *-ନିରୀକ୍ଷଣ ଶେଷର ୧୫ ଦିନ ମଧ୍ୟରେ ରିପୋର୍ଟ ଦାଖଲ ବାଧ୍ୟତାମୂଳକ* *-ଆଇନଶୃଙ୍ଖଳା ସଜାଡ଼ିବା ପାଇଁ ରାଜ୍ୟ ପୁଲିସ ମୁଖ୍ୟାଳୟର ବଡ଼ ପଦକ୍ଷେପ*