ଅଣ ନାଗରିକ ଓଡ଼ିଶାରେ ରହିବେ ନାହିଁ’ -ବାଂଲାଦେଶୀଙ୍କୁ ହଟାଇବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି
*ଅଣ ନାଗରିକ ଓଡ଼ିଶାରେ ରହିବେ ନାହିଁ’ -ବାଂଲାଦେଶୀଙ୍କୁ ହଟାଇବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି* *-ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ* *-‘ଇଞ୍ଜିନିୟରିଂ ବିଭାଗ ଗୁଡ଼ିକ ସହ ଆଲୋଚନା ହୋଇଛି’* *-‘ବିଭିନ୍ନ ଏଜେନ୍ସିରେ କାମ କରୁଥିବା ବାଂଲାଦେଶୀଙ୍କୁ ଚିହ୍ନଟ କରାଯିବ* *-‘ସାରା ରାଜ୍ୟରେ ଚିହ୍ନଟ ପ୍ରକ୍ରିୟା କରାଯିବ’* *-‘କୌଣସି ଅଣ ନାଗରିକ ଓଡ଼ିଶାରେ ରହିପାରିବେ ନାହିଁ.*
