ଅବସର ଗ୍ରହଣ କଲେ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ,
ଅବସର ଗ୍ରହଣ କଲେ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ,
ନୟାଗଡ଼,୨/୬ ନୟାଗଡ଼(ଅଶୋକ କୁମାର ସାଥୁଆ )ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋତ୍ସାମୟୀ ଆଚାର୍ଯ୍ୟ ଅବସର ଗ୍ରହଣ କରିଛନ୍ତି । ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାଶଙ୍କ ଅଧ୍ୟକ୍ଷତାରେ ତାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଡେପୁଟି କଲ୍ଲେକ୍ଟର ତପସ୍ୱିନୀ ହାସଁଦା ଏବଂ ବହୁ ସରକାରୀ କର୍ମଚାରୀ ଉପସ୍ଥିତ ରହିଥିଲେ । ଜିଲ୍ଲା କ୍ରୀଡ଼ା ଅଧିକାରୀ ସୁଜାତା ସାହୁ ଭାରପ୍ରାପ୍ତ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଶ୍ରୀମତି ଆଚାର୍ଯ୍ୟ ନୟାଗଡ଼ରେ ଦୀର୍ଘ ଏକ ବର୍ଷ କାଳ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କାର୍ଯ୍ୟକରି ଲୋକପ୍ରିୟ ହୋଇପାରିଥିଲେ ।


admin1 
