ଆଗାମୀ ୭ ଦିନ ଯାଏଁ ପ୍ରବଳ ବର୍ଷା...*

ଆଗାମୀ ୭ ଦିନ ଯାଏଁ ପ୍ରବଳ ବର୍ଷା...*

*ଆଗାମୀ ୭ ଦିନ ଯାଏଁ ପ୍ରବଳ ବର୍ଷା...* *- ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା* *- ବଙ୍ଗୋପସାଗର ଉପରେ ଏକ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସୃଷ୍ଟି* *- ପ୍ରଭାବରେ ଜୁଲାଇ ୩ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା* *- ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା* *- ୨୪ ଘଣ୍ଟା ପାଇଁ ୩ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ* *- ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା* *- ୧୦ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର* *- ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିରକୁ ୟେଲୋ ଆଲର୍ଟ* *- ସୁବର୍ଣ୍ଣପୁର, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜକୁ ୟେଲୋ ଆଲର୍ଟ* *- ଉପକୂଳରେ ୪୦ରୁ ୫୦ କିମି ସର୍ବାଧିକ ୬୦ କିମି ପବନ ବହିବା ସମ୍ଭାବନା*