ଆଜିଠୁ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ସମୀକ୍ଷା...

ଆଜିଠୁ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ସମୀକ୍ଷା...

ଆଜିଠୁ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ସମୀକ୍ଷା...

-ଆଜିଠୁ ମୋହନ ସରକାରଙ୍କ ବିଭାଗୀୟ ସମୀକ୍ଷା
-୨ ବର୍ଷ ପୂର୍ତ୍ତି ପୂର୍ବରୁ ସମସ୍ତ ବିଭାଗର କାର୍ଯ୍ୟ ସମୀକ୍ଷା ହେବ
-ମନ୍ତ୍ରୀମାନଙ୍କର ପ୍ରଦର୍ଶନ ଏବଂ ଦକ୍ଷତାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
-ପ୍ରଥମ ଦିନରେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓଙ୍କ ବିଭାଗର ସମୀକ୍ଷା ହେବା ନେଇ ସୂଚନା
-ଆସନ୍ତା ୯ ପର୍ଯ୍ୟନ୍ତ ସମସ୍ତ ବିଭାଗଗୁଡ଼ିକର କାର୍ଯ୍ୟ ସମୀକ୍ଷା କରାଯିବ