*ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ..*

*ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ..*

*ଭୁବନେଶ୍ବର: ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା ପୋଲିସ*

*- ରୋଗୀ ନୁହେଁ ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ*

*- ସିକ୍ରେଟ୍ ଚାମ୍ବରରେ ଚାଲାଣ ବେଳେ ଧରିଲା ନୟାପଲ୍ଲୀ ଥାନା ପୋଲିସ*

*- ଆମ୍ବୁଲାନ୍ସ ଜବତ, ସହ ୨ ବେପାରୀଙ୍କୁ ଗିରଫ କଲା ପୋଲିସି*