ଇଟା ଜବାବ ପଥରରେ ପହଲଗାମ ଆକ୍ରମଣ ପରେ ଭାରତ ‘ଅପରେସନ ସିନ୍ଦୂର’ ମାଧ୍ୟମରେ ପାକିସ୍ତାନ ଉପରେ ଉଚିତ୍ ପ୍ରତିଶୋଧ ନେଇଛି ।
ଇଟା ଜବାବ ପଥରରେ ପହଲଗାମ ଆକ୍ରମଣ ପରେ ଭାରତ ‘ଅପରେସନ ସିନ୍ଦୂର’ ମାଧ୍ୟମରେ ପାକିସ୍ତାନ ଉପରେ ଉଚିତ୍ ପ୍ରତିଶୋଧ ନେଇଛି । ପାକିସ୍ତାନ ଏବଂ ପିଓକେ ଉପରେ ଆକ୍ରମଣ କରି ୯ଟି ଆତଙ୍କବାଦୀ ଶିବିରକୁ ଧ୍ବଂସ କରିଦେଇଛି ଭାରତ ।
