admin Sep 10, 2026 2
admin Sep 9, 2026 10
admin Sep 5, 2026 199
admin Aug 31, 2026 5
admin Aug 13, 2026 18
admin Sep 11, 2026 2
admin Sep 11, 2026 6
admin Sep 11, 2026 12
admin Aug 27, 2026 13
admin Aug 26, 2026 6
admin Aug 14, 2026 6
admin Aug 8, 2026 4
admin Aug 2, 2026 5
admin Jul 27, 2026 9
admin Jul 25, 2026 18
admin May 29, 2026 9
admin Apr 17, 2026 62
admin Apr 14, 2026 30
admin Jul 25, 2026 5
admin May 16, 2026 18
admin May 15, 2026 16
admin May 14, 2026 15
admin Aug 29, 2026 5
admin May 29, 2026 67
admin May 27, 2026 10
admin May 17, 2026 67
admin May 15, 2026 186
admin Sep 11, 2026 92
admin Sep 10, 2026 159
admin Sep 8, 2026 5
admin Sep 6, 2026 4
admin Sep 1, 2026 102
Join our subscribers list to get the latest news, updates and special offers directly in your inbox
ରାଜନୀତି
*ଏସଆଇଆର ପ୍ରକ୍ରିୟା ନେଇ ବ୍ଲକସ୍ତରୀୟ ସମୀକ୍ଷା ଓ ଭୋଟର ସଚେତନତା ଶିବିର ଅନୁଷ୍ଠିତ* ମାଲକାନଗିରି ଜିଲ୍ଲାରେ ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ବିଭିନ୍ନ ବ୍ଲକରେ ପ୍ରଶାସନିକ ସମୀକ୍ଷା ବୈଠକ ଏବଂ ସ୍ୱିପ୍ ଆନୁକୂଲ୍ୟରେ ଭୋଟର ସଚେତନତା କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।ଏହି କ୍ରମରେ ୧୪୭ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା ମାଥିଲି ବ୍ଲକରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ତଥା ଇଆରଓ ଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ମାଥିଲି ବିଡିଓ-ତଥା-ଏଇଆରଓ ଏବଂ ସହକାରୀ କଲେକ୍ଟର ନିର୍ବାଚନ ଉପସ୍ଥିତ ରହି କାର୍ଯ୍ୟ ଅଗ୍ରଗତି ଯାଞ୍ଚ କରିଥିଲେ। ଅନୁରୂପ ଭାବେ, ଚିତ୍ରକୋଣ୍ଡା ବ୍ଲକରେ ମଧ୍ୟ ଅତିରିକ୍ତ ଜିଲ୍ଲାପାଳଙ୍କ ଦ୍ୱାରା ବିଏଲଓ ଏବଂ ସୁପରଭାଇଜରମାନଙ୍କୁ ନେଇ ଏକ ବୈଠକ କରାଯାଇ ଏନୁମେରେସନ ଫର୍ମ ବଣ୍ଟନ, ସଂଗ୍ରହ ଏବଂ ଏହାର ଡିଜିଟାଇଜେସନ ପ୍ରକ୍ରିୟାର ସମୀକ୍ଷା କରାଯାଇଛି, ଯେଉଁଥିରେ ଚିତ୍ରକୋଣ୍ଡା ବିଡିଓ-ତଥା-ଏଇଆରଓ ଏବଂ ସମସ୍ତ ନିର୍ବାଚନ କର୍ମଚାରୀ ସାମିଲ ଥିଲେ।ଅପରପକ୍ଷେ, ୧୪୬ ମାଲକାନଗିରି ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା ମାଲକାନଗିରି ବ୍ଲକର ଏସଆଇଆର ୨୬ ପ୍ରକ୍ରିୟାର ଅଗ୍ରଗତି ନେଇ ଉପଜିଲ୍ଲାପାଳ ତଥା ଇଆରଓ ଏକ ସ୍ୱତନ୍ତ୍ର ସମୀକ୍ଷା କରିଛନ୍ତି। ଏହି ବୈଠକରେ ସମସ୍ତ ବିଏଲଓ, ସୁପରଭାଇଜର, କାର୍ଯ୍ୟରେ ପଛୁଆ ଥିବା ବିଏଲଓ ଏବଂ ସଂଶ୍ଳିଷ୍ଟ ଟ୍ୟାଗ୍ଡ ଅଧିକାରୀମାନଙ୍କୁ କାର୍ଯ୍ୟରେ ସୁଧାର ଆଣିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ଭୋଟରମାନଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏକ ଭୋଟର ସଚେତନତା ଫୋରମ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ଏସଆଇଆର ପ୍ରକ୍ରିୟା ପରିଚାଳନା, ଅନଲାଇନ ଏନୁମେରେସନ ଫର୍ମ ପୂରଣ ଏବଂ ୨୦୦୨ ଭୋଟର ତାଲିକାରୁ ସହଜରେ ନାମ ଖୋଜିବା ସମ୍ପର୍କରେ ବିସ୍ତୃତ ତାଲିମ ପ୍ରଦାନ କରିଛନ୍ତି। ଏହି ସମସ୍ତ କାର୍ଯ୍ୟକ୍ରମ ଜିଲ୍ଲାରେ ଏକ ସ୍ୱଚ୍ଛ ଓ ସତେଜ ଭୋଟର ତାଲିକା ପ୍ରସ୍ତୁତ କରିବାରେ ବେଶ ସହାୟକ ହେବ । ମାଲକାନଗିରି ରୁ ଆବ୍ରାହମ କୁମାର ସେନାପତି
Previous Article
Next Article
admin1
admin1 Jun 10, 2026 12
admin1 Jun 16, 2026 50
admin May 9, 2026 15
admin1 May 31, 2026 87
admin Jul 27, 2026 15
admin May 24, 2026 46
admin Aug 3, 2026 420
admin Aug 23, 2026 391
admin Aug 11, 2026 347
admin Aug 21, 2026 340
admin Aug 5, 2026 326
ବିଜେଡି
ବିଜେପି
କଂଗ୍ରେସ
Vote View Results
Total Vote: 39
View Options