ଏହିଦିନ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି.

ଏହିଦିନ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି.

ଏହିଦିନ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି! ବ୍ରହ୍ମପୁରରେ…   ଭୁବନେଶ୍ୱର, ୧୩।୯: ଆସନ୍ତା ୨୭ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି। ୨୭ ଓ ୨୮ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବା ନେଇ ସୂଚନା ମିଳିଛି। ଏହି ଗସ୍ତ ସମୟରେ ବ୍ରହ୍ମପୁରରେ ସରକାରୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ବର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ଓହ୍ଲାଇବା ପରେ ସେଠାରୁ ସିଧାସଳଖ ବ୍ରହ୍ମପୁର ଯିବେ ବୋଲି ପୋଲିସ ସୂତ୍ରରୁ ଜଣାପଡ଼ିଛି। ହେଲେ ଗସ୍ତକୁ ନେଇ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇନାହିଁ।