*ଓମ୍‌ଫେଡ୍‌ କ୍ଷୀର ଦର ବୃଦ୍ଧି...*

*ଓମ୍‌ଫେଡ୍‌ କ୍ଷୀର ଦର ବୃଦ୍ଧି...*

*-ଓଡ଼ିଶାରେ କ୍ଷୀର ଦର ବୃଦ୍ଧି କଲା ଓମ୍‌ଫେଡ୍‌*

*-ଟୋନ୍‌ଡ ଦୁଗ୍ଧ ଲିଟର ପ୍ରତି ୪ ଟଙ୍କା ବୃଦ୍ଧି*

*-୫୦ ଟଙ୍କାରୁ ବୃଦ୍ଧି ପାଇ ହେଲା ୫୪ ଟଙ୍କା*

*-ପ୍ରିମିୟମ ଦୁଗ୍ଧ ଲିଟର ପ୍ରତି ୪ ଟଙ୍କା ବୃଦ୍ଧି*

*-୫୪ ଟଙ୍କାରୁ ବୃଦ୍ଧି ପାଇ ହେଲା ୫୮ ଟଙ୍କା*

*-ଗୋଲ୍ଡ ପ୍ରିମିୟର ପ୍ଲସ୍ ଦୁଗ୍ଧ ଲିଟର ପ୍ରତି ୪ ଟଙ୍କା ବୃଦ୍ଧି*

*-୬୦ ଟଙ୍କାରୁ ବୃଦ୍ଧି ପାଇ ହେଲା ୬୪ ଟଙ୍କା*

*-ଗୋଲ୍ଡ ପ୍ରିମିୟର ଦୁଗ୍ଧ ଲିଟର ପ୍ରତି ୪ ଟଙ୍କା ବୃଦ୍ଧି*

*-୫୬ ଟଙ୍କାରୁ ବୃଦ୍ଧି ପାଇ ହେଲା ୬୦ ଟଙ୍କା*

*-ଗୋଟିଏ ପ୍ୟାକେଟ୍‌ (୫୦୦ ମି.ଲି) ଉପରେ ୨ ଟଙ୍କା ବୃଦ୍ଧି*

*-ଆଜିଠାରୁ ରାଜ୍ୟରେ ଓମ୍‌ଫେଡ୍‌ର ନୂଆ ଦର ଲାଗୁ*