*ଗାଁରେ ମିଳିବ ସହରୀ ସୁବିଧା: ମନ୍ତ୍ରୀ*
*-ଗାଁରେ ମିଳିବ ସହରୀ ସୁବିଧା, ପଞ୍ଚାୟତରାଜ ବିଭାଗରେ ହୋଇଛି SOP*
*-ସୂଚନା ଦେଲେ ପଞ୍ଚାୟତି ରାଜ ମନ୍ତ୍ରୀ ରବି ନାଏକ*
*-ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ, ଆଦର୍ଶ କଲ୍ୟାଣ ମଣ୍ଡପ ରହିବ*
*-ଆଦର୍ଶ ଗ୍ରାମୀଣ ହାଟ, ଆଦର୍ଶ ପୋଖରୀ, ଆଦର୍ଶ ମଣ୍ଡପ ବି ରହିବ*
*-ଶ୍ମଶାନ, ଆଦର୍ଶ ହାଟ, ଗ୍ରାମୀଣ ପାର୍କ ଭଳି କାମ ହାତକୁ ନେବ ବିଭାଗ*
*-ଆଦର୍ଶ ଖେଳ ପଡ଼ିଆ ପାଇଁ ୭୫ ଲକ୍ଷ ଟଙ୍କା ଖର୍ଚ୍ଚ କରିବେ ସରକାର*
*-ଆଦର୍ଶ କଲ୍ୟାଣ ମଣ୍ଡପ ପାଇଁ ୪୯ ଲକ୍ଷ ଟଙ୍କା ଦେବେ ସରକାର*


admin 
