ଚଳିତ ବର୍ଷ ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷାରେ ୯୭.୩୩ ପ୍ରତିଶତ ମାର୍କ ରଖି ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବରଗଡ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ବବିତା ରଥଙ୍କୁ ଅନେକ ଅନେକ ଶୁଭେଚ୍ଛା ଜଣାଉଛୁ,

ଚଳିତ ବର୍ଷ ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷାରେ ୯୭.୩୩ ପ୍ରତିଶତ ମାର୍କ ରଖି ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବରଗଡ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ବବିତା ରଥଙ୍କୁ ଅନେକ ଅନେକ ଶୁଭେଚ୍ଛା ଜଣାଉଛୁ, ତାଙ୍କ ସଫଳତା ଆଗାମୀ ଦିନରେ ଅନ୍ୟ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରେରଣାର ଉତ୍ସ ହେଉ। ବବିତାଙ୍କ ଉଜ୍ବଳ ଭବିଷ୍ୟତ ପାଇଁ ପ୍ରାର୍ଥନା ଜଣାଉଛୁ avnews24chanle, ଭୁବନେଶ୍ୱର ରଶ୍ମିରଂଜନ ମି

ଚଳିତ ବର୍ଷ ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷାରେ ୯୭.୩୩ ପ୍ରତିଶତ ମାର୍କ ରଖି ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବରଗଡ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ବବିତା ରଥଙ୍କୁ ଅନେକ ଅନେକ ଶୁଭେଚ୍ଛା ଜଣାଉଛୁ,