-ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି .
-ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି . -ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା -'ଚୂଡ଼ାନ୍ତ ପର୍ଯ୍ୟାୟରେ ପାର୍ଟ ପ୍ଲଟ୍ ବିକ୍ରି ଅନୁମତି ପ୍ରକ୍ରିୟା ପହଞ୍ଚିଛି' -'ପାର୍ଟ ପ୍ଲଟ୍ ବିଷୟ ନଗର ଉନ୍ନୟ ବିଭାଗ ପାଖରେ ରହିଛି' -'ଡ୍ରାଫ୍କୁ ଆହୁରି ଅଧ୍ୟୟନ କରୁଛି ରାଜସ୍ୱ ବିଭାଗ' -'ଏନେଇ ଅଂଶୀଦାରମାନଙ୍କ ସହ ଆଲୋଚନା ଚାଲିଛି' -ଚଳିତ ମାସରେ ସାର୍ବଜନୀନ କରି ବିଜ୍ଞପ୍ତି ପ୍ରକାଶ ପାଇବ .
