ଚିକିତ୍ସା_ପାଇଁ_ମୁମ୍ବାଇ_ଯିବେ_ନବୀନ .

ଚିକିତ୍ସା_ପାଇଁ_ମୁମ୍ବାଇ_ଯିବେ_ନବୀନ
-ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ -୨୨ରେ ମୁମ୍ବାଇର କୋକିଲା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ ଯିବେ
-ଏନେଇ ‘ଏକ୍ସ’ରେ ନିଜେ ସୂଚନା ଦେଲେ ନବୀନ
-ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ ଯିବେ ଲେଖିଲେ
-ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇରେ ପରୀକ୍ଷା କରିବେ
-ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ, ଓଡ଼ିଆ ଭାଇଭଉଣୀଙ୍କ ଶୁଭକାମନା ଚାହୁଁଛି
-ଶୀଘ୍ର ଫେରି ସମସ୍ତଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି- ନବୀନ