*ଟଙ୍କଧର ତ୍ରିପାଠୀଙ୍କୁ ସୁପ୍ରିମକୋର୍ଟ ଝଟକା...*
*-ଝାରସୁଗୁଡ଼ା ବିଧାନସଭା ନିର୍ବାଚନୀ ମାମଲା: ଟଙ୍କଧରଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା*
*-ହାଇକୋର୍ଟଙ୍କ ରାୟ ସୁପ୍ରିମକୋର୍ଟରେ କାଏମ, ଟଙ୍କଧରଙ୍କ ଆବେଦନ ଖାରଜ*
*-ମୂଳ ନିର୍ବାଚନୀ ମାମଲାର ଶୁଣାଣି ହାଇକୋର୍ଟରେ ଜାରି ରହିବ*
*-ଟଙ୍କଧର ତ୍ରିପାଠୀଙ୍କ ବିଜୟକୁ ଚ୍ୟାଲେଞ୍ଜ କରି ଦୀପାଳି ଦାସଙ୍କ ମାମଲା*
*-ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ହାଇକୋର୍ଟରେ ଆବେଦନ କରିଥିଲେ*


admin 
