ଦୀଘା ମନ୍ଦିର ବିବାଦର ତଦନ୍ତ ନିର୍ଦ୍ଦେଶ ।
ଦୀଘା ମନ୍ଦିର ବିବାଦର ତଦନ୍ତ ନିର୍ଦ୍ଦେଶ ।
-ଦୀଘା ଜଗନ୍ନାଥ ମନ୍ଦିର ବିବାଦର ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ
-ଶ୍ରୀମନ୍ଦିର ପ୍ରଶାସନକୁ ଅନ୍ତରୀଣ ତଦନ୍ତ କରିବାକୁ ନିର୍ଦ୍ଦେଶ
-'ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାକୁ ବ୍ୟବସ୍ଥା ହେଉ'
-'କେହି ଦୋଷୀ ସାବ୍ୟସ୍ତ ହେଲେ ଦଣ୍ଡବିଧାନ ମଧ୍ୟ କରାଯାଇପାରେ'
-'ଜଗନ୍ନାଥ ମନ୍ଦିର ନେଇ କିଛି ଦିନ ହେବ ଦ୍ବନ୍ଦ୍ବାତ୍ମକ ତଥ୍ୟ ପ୍ରଚାରିତ ହେଉଛି'
-'ଦୀଘାରେ ଜଗନ୍ନାଥ ମନ୍ଦିର ହେବା, ଏହାକୁ ଜଗନ୍ନାଥ ଧାମ ନାମ ଦେବା...
-ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗଦେବା...
-ବଳକା ଦାରୁକାଠରେ ପ୍ରତିମା ନିର୍ମାଣ ହେବା ଚର୍ଚ୍ଚା ଅଗ୍ରହଣୀୟ'