*ଦ୍ଵିତୀୟ ବର୍ଷ ପୂର୍ତ୍ତି: ମୋଦିଙ୍କୁ ଆମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ*
*-ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ*
*-ଓଡ଼ିଶାର ଭିତ୍ତିଭୂମିର ବିକାଶ, ପୁଞ୍ଜିନିବେଶ ସମ୍ପ୍ରସାରଣ ନେଇ ଆଲୋଚନା*
*-ଜନକଲ୍ୟାଣକାରୀ ଯୋଜନାଗୁଡ଼ିକୁ ଆଗକୁ ନେବା ସମ୍ପର୍କରେ ଆଲୋଚନା*
*-ସରକାରଙ୍କ ଦ୍ଵିତୀୟ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେବା ପାଇଁ ଆମନ୍ତ୍ରଣ କଲେ*
*-ପ୍ରଧାନମନ୍ତ୍ରୀଙ୍କ ନିରନ୍ତର ମାର୍ଗଦର୍ଶନ ଓ ସହଯୋଗ ପାଇଁ ଧନ୍ୟବାଦ ଜଣାଇଲେ*


admin 
