ଧୀରଜ ସେଠ୍‌ ନୂଆ ସ୍ଥଳସେନା ମୁଖ୍ୟ...*

ଧୀରଜ ସେଠ୍‌ ନୂଆ ସ୍ଥଳସେନା ମୁଖ୍ୟ...*

*ଧୀରଜ ସେଠ୍‌ ନୂଆ ସ୍ଥଳସେନା ମୁଖ୍ୟ...* *- ନୂଆ ସ୍ଥଳସେନା ମୁଖ୍ୟଙ୍କୁ ନିଯୁକ୍ତି ଦେଲେ କେନ୍ଦ୍ର ସରକାର* *- ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ* *- ସ୍ଥଳସେନା ମୁଖ୍ୟ ଭାବେ ଆସନ୍ତା ୩୦ରେ ଦାୟିତ୍ଵ ନେବେ* *- ଜେନେରାଲ୍ ଉପେନ୍ଦ୍ର ଦ୍ଵିବେଦୀଙ୍କଠାରୁ ଦାୟିତ୍ଵ ନେବେ ଧୀରଜ ସେଠ୍* *- ଜୁନ୍ ୩୦ରୁ ୨୦୨୮ ଅଗଷ୍ଟ ୩୧ ଯାଏଁ ସ୍ଥଳସେନା ମୁଖ୍ୟ ଦାୟିତ୍ବରେ ରହିବେ* *- ଏବେ ଉପସେନା ମୁଖ୍ୟ ଅଛନ୍ତି ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌*