ନବୀନଙ୍କୁ_ବିଜେପିର_କଡ଼ା_ଟାର୍ଗେଟ୍

ନବୀନଙ୍କୁ_ବିଜେପିର_କଡ଼ା_ଟାର୍ଗେଟ୍

*-ବିରୋଧୀ ଦଳ ନେତା ନବୀନଙ୍କୁ ଟାର୍ଗେଟ କଲା ବିଜେପି*

*-ବିଜେପି ସାଧାରଣ ସଂପାଦକ ବିରଞ୍ଚି ନାରାୟଣ ତ୍ରିପାଠୀଙ୍କ ଟାର୍ଗେଟ୍*

*-'ନିଜ ସରକାର ସମୟରେ ଅନେକ ଥର ପ୍ରଶ୍ନପତ୍ର ଲିକ୍ ହୋଇଥିଲା'*

*-'କେବଳ ନିଜ ଛବିକୁ ବଞ୍ଚାଇବା ପାଇଁ ମନ୍ତ୍ରୀଙ୍କୁ ନିଲମ୍ବନ କରୁଥିଲେ'*

*-ସ୍ଥାୟୀ ସମାଧାନ ପାଇଁ ନବୀନ କଣ ଉଦ୍ୟମ କରିଥିଲେ ବୋଲି ପ୍ରଶ୍ନ କଲେ*

*-'ଧର୍ମେନ୍ଦ୍ର ପ୍ରଧାନ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେଇଛନ୍ତି'*

*-'ପୂରା ବିଜେପି ଓ ଏନ୍‌ଡିଏ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଅଛି*