ନୂତନ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଦାୟିତ୍ବ ଗ୍ରହଣ
ନୟାଗଡ଼ ୧୧ ।୯ ନୟାଗଡ଼ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟରେ ନୂତନ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଶ୍ରୀ ପ୍ରଦୀପ୍ତ କୁମାର ସେନାପତି l ଏହି ଅବସରରେ ତାଙ୍କୁ କାର୍ଯ୍ୟାଳୟ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା l
ଏହା ପୂର୍ବରୁ ସେ ପୁରୀ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି । ଏହି ଅବସରରେ ଜିଲ୍ଲା ହେଡ୍ କ୍ୱାଟର୍ ର ସ।ମ୍ବ ଦିକ ଙ୍କ ପକ୍ଷରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି ।
ଆଶୋକ କୁମାର ସ।ଥୁଆ ,ଜିଲ୍ଲା ପ୍ରତିନିଧି ନୟାଗଡ଼


admin 
