ନୟାଗଡ଼ ଜିଲ୍ଲା ପୁଲିସରେ ୧୧ ଏସ୍‌ଆଇରୁ ଇନ୍ସପେକ୍ଟର ପାହ୍ୟାକୁ ପଦୋନ୍ନତି ପାଇଥିବା ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇଲେ ନୟାଗଡ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀ।

ନୟାଗଡ଼ ଜିଲ୍ଲା ପୁଲିସରେ ୧୧ ଏସ୍‌ଆଇରୁ ଇନ୍ସପେକ୍ଟର ପାହ୍ୟାକୁ ପଦୋନ୍ନତି ପାଇଥିବା ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇଲେ ନୟାଗଡ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀ।

ନୟାଗଡ଼ ଜିଲ୍ଲା ପୁଲିସରେ ୧୧ ଏସ୍‌ଆଇରୁ ଇନ୍ସପେକ୍ଟର ପାହ୍ୟାକୁ ପଦୋନ୍ନତି ପାଇଥିବା ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇଲେ ନୟାଗଡ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀ। ଜିଲ୍ଲାର କାର୍ଯ୍ୟରତ ୧୧ ଜଣ ଏସ୍‌ ଆଇ ଇନ୍ସପେକ୍ଟର ସ୍ତରକୁ ପଦୋନ୍ନତି ପାଇଛନ୍ତି।ଏହି ପଦୋନ୍ନତି ତାଲିକାରେ ନୟାଗଡ଼ ଜିଲ୍ଲାର ଦର୍ପନାରାୟଣପୁର ଫାଣ୍ଡିରେ କାର୍ଯ୍ୟରତ ଏସ୍‌ଆଇ ଧର୍ମେନ୍ଦ୍ର ଶିଆଳ, ଚାନ୍ଦପୁର2 ଥାନାରେ କାର୍ଯ୍ୟରତ ଏସ୍‌ଆଇ ସଞ୍ଜୟ କୁମାର ପରିଡ଼ା, ନୟାଗଡ଼ ଟାଉନଥାନାରେ କାର୍ଯ୍ୟରତ ଏସ୍‌ଆଇ ଶିବାରଞ୍ଜନ ସିଙ୍ଗା, ଚାନ୍ଦପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଶ୍ରଦ୍ଧା ନାୟକ, ରଣପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ସ୍ନେହଲତା ପ୍ରଧାନ, ନୟାଗଡ଼ ଟାଉନ ଥାନାରେ କାର୍ଯ୍ୟରତ ଏସଆଇ ସନ୍ତୋଷ କୁମାର ଦାଶ, ଦଶପଲ୍ଲା ଥାନା ଭାରପ୍ରାପ୍ତ ଅଧିକାରୀ ତଥା ଏସ୍‌ଆଇ ବିନୟ ରଞ୍ଜନ ପରିଡ଼ା, ରଣପୁର ଥାନାରେ କାର୍ଯ୍ୟରତ କୃତିବାସ ହରିଚନ୍ଦନ, ମହିପୁର ଫାଣ୍ଡିରେ କାର୍ଯ୍ୟରତ ଏସ୍‌ଆଇ ବିରଞ୍ଚି ନାରାୟଣ ଅମାତ, ଖଣ୍ଡପଡ଼ା ଥାନାରେ କାର୍ଯ୍ୟରତ ଏସ୍‌ଆଇ ଗୋପବନ୍ଧୁ ମଲ୍ଲିକ ପ୍ରମୁଖ ଇନ୍ସପେକ୍ଟର ପାହ୍ୟାକୁ ପଦୋନ୍ନତି ହୋଇଥିବା ସୂଚନା ମିଳିଛି | ସମସ୍ତଙ୍କୁ ହୃଦୟରୁ ଅନେକ ଅନେକ ଶୁଭେଚ୍ଛା ଓ ଶୁଭକାମନା.