ନୟାଗଡ଼ରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ,

ନୟାଗଡ଼ରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ,

ନୟାଗଡ଼ରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ,

 ନୟାଗଡ଼, ୧/୬:- ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଆଜି ନୟାଗଡ଼ ମୁଖ୍ୟାଳୟରେ  ଅନୁଷ୍ଠିତ ହେଇଯାଇଛି। ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ, ଏସପି  ଶ୍ରୀ ଶୁଭେନ୍ଦୁ ପାତ୍ର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସ, ଶ୍ରୀ ବିଜୟାନନ୍ଦ ନାୟକ, ସିଡିଓ ଶ୍ରୀ ଲଗ୍ନଜିତ ରାଉତ, ଉପଜିଲ୍ଲାପାଳ ଶ୍ରୀ କର୍ଣ୍ଣଦେବ ସମାଦାର, ସିଡିଏମଓ ଓ ବିଭିନ୍ନ ବିଭାଗର ଅଧିକାରୀ ମାନେ ଏହି ଶିବିରରେ ଉପସ୍ଥିତ ରହି ସମସ୍ୟା ଗୁଡ଼ିକ ଶୁଣିବା ସହ ସମାଧାନ କରିବା ପାଇଁ ଉଦ୍ୟମ କରିଥିଲେ । ଆଜିର ଅଭିଯୋଗ ଶିବିରରେ ମୋଟ୍ ୧୩୩ଟି ଅଭିଯୋଗପତ୍ର ଦାଖଲ ହୋଇଥିଲା  ଯେଉଁଥିରେ ୯ ଗ୍ରାମୀଣ, ୧୧୭  ବ୍ୟକ୍ତିଗତ ଏବଂ  ୭ ଟି ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ନେଇ ଅଭିଯୋଗ ରହିଥିଲା। ୪୦ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା।ବିଶେଷ ଖବର ନୟାଗଡ ଜିଲ୍ଲା ସ୍ୱତ୍ର ନ୍ତ୍ର ପ୍ରତିନିଧି ସୁପ୍ରିୟାଦାଶ