ପିଲା ପଢ଼ିବେ ସେୟାର ମାର୍କେଟ୍‌ ପାଠ

ପିଲା ପଢ଼ିବେ ସେୟାର ମାର୍କେଟ୍‌ ପାଠ

*-କଲେଜ ପିଲା ପଢ଼ିବେ ସେୟାର ମାର୍କେଟ୍‌ ପାଠ*

*-ମାଗଣାରେ ମିଳିବ ମ୍ୟୁଚୁଆଲ ଫଣ୍ଡ, ଇନ୍ୟୁରାନ୍ସ ଓ ଆର୍ଥିକ କାରବାରର ତାଲିମ*

*-ବିକମ୍, ବିଏମଏସ, BBA, BA, MBA ଓ ଏମକମ୍ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଶିକ୍ଷା*

*-୩୦ଘଣ୍ଟାର ବ୍ୟବସାୟିକ ମ୍ୟୁଚୁଆଲ ଫଣ୍ଡ ସାର୍ଟିଫିକେଟ୍ କୋର୍ସ ପ୍ରଦାନ କରାଯିବ*

*-ଏନଆଇଏସଏମ୍ ସାର୍ଟିଫିକେସନ୍ ପରୀକ୍ଷା ପାଇଁ ମଧ୍ୟ ପ୍ରସ୍ତୁତ କରାଯିବ*

*-୧ମ ପର୍ଯ୍ୟାୟରେ ଭୁବନେଶ୍ୱର, ବ୍ରହ୍ମପୁର, ଭଦ୍ରକ, ଢେଙ୍କାନାଳ, ଜୟପୁର*

*-କେନ୍ଦ୍ରାପଡ଼ା, କେନ୍ଦୁଝର, ରାଉରକେଲା ଓ ସମ୍ବଲପୁରରେ କାର୍ଯ୍ୟକାରୀ ହେବ*

*-ଚିହ୍ନଟ ୯୭ କଲେଜ ଓ ବିଶ୍ୱବିଦ୍ୟାଳୟରେ ଯୋଜନା କାର୍ଯ୍ୟକାରୀ କରାଯିବ*