ପୁଣି ବଢ଼ିଲା ବସ୍‌ ଭଡ଼ା,

ପୁଣି ବଢ଼ିଲା ବସ୍‌ ଭଡ଼ା,

ପୁଣି ବଢ଼ିଲା ବସ୍‌ ଭଡ଼ା????


-ପୁଣି ବସ୍‌ ଭଡ଼ା ବଢ଼ାଇଲେ ରାଜ୍ୟ ସରକାର
-ଅର୍ଡିନାରୀ ଓ ଏକ୍ସପ୍ରେସ୍‌ ବସ୍‌ ଭଡ଼ା କିମି ପିଛା ୨ ପଇସା ବଢ଼ିଲା
-ଅର୍ଡିନାରୀ ବସ୍‌ ଭଡ଼ା କିମି ପିଛା ୯୦ ପଇସାରୁ ୯୨ ପଇସାକୁ ବୃଦ୍ଧି
-ଏକ୍ସପ୍ରେସ୍‌ ବସ୍‌ ଭଡ଼ା କିମି ପିଛା ୯୪ ପଇସାରୁ ୯୬ ପଇସାକୁ ବୃଦ୍ଧି
-ଡିଲକ୍ସ ଭଡ଼ା ୧୩୧ ପଇସାରୁ ୧୩୫ ପଇସାକୁ ବୃଦ୍ଧି
-ଏସି ଡିଲକ୍ସ ଭଡ଼ା ୧୫୯ ପଇସାରୁ ୧୬୩ ପଇସାକୁ ବଢ଼ିଲା
-ସୁପର ଡିଲକ୍ସ ଭଡ଼ା ୨୪୭ ପଇସାରୁ ୨୫୩ ପଇସାକୁ ବୃଦ୍ଧି