ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ...*

ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ...*

*ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ...* *-ଘନୀଭୂତ ହୋଇ ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ* *-ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ଲଘୁଚାପ କ୍ଷେତ୍ର* *-ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଅଂଚଳରେ ସ୍ପଷ୍ଟଚିହ୍ନିତ* *-୯.୪ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ଘୂର୍ଣ୍ଣିବଳୟ ବ୍ୟାପ୍ତି ବାୟୁମଣ୍ଡଳ*