ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ|

ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ|

*ବର୍ତମାନ ର ସବୁଠାରୁ ବଡ଼ ଖବର...କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। ନିଟ୍ ପ୍ରଶ୍ନପତ୍ର ଲିକ୍ ଯୋଗୁଁ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ବିରୋଧୀ ଦଳମାନେ ତାଙ୍କ ଇସ୍ତଫା ଦାବି କରୁଥିବା ବେଳେ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର।*