ବଢ଼ିଲା ଅରୁଣ ସାହୁଙ୍କ ଅଡୁଆ.
*-ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କ ଅଡୁଆ ବଢ଼ିଲା*
*-ଅରୁଣଙ୍କ ଆବେଦନ ସୁପ୍ରିମକୋର୍ଟରେ ଖାରଜ*
*-ହାଇକୋର୍ଟରେ ଚାଲିଥିବା ବିଧାନସଭା ନିର୍ବାଚନୀ ଅନିୟମିତତା ମାମଲାର ଶୁଣାଣି ହେବ*
*-୬ ମାସରେ ମାମଲାର ଶୁଣାଣି ଶେଷ କରିବାକୁ ହାଇକୋର୍ଟଙ୍କୁ ନିର୍ଦ୍ଦେଶ*
*-ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ମନା କରିଥିଲେ ହାଇକୋର୍ଟ*
*-ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ଅରୁଣ*


admin 
