ବାଲିଅନ୍ତାରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣାରେ ମୁହଁ ଖୋଲିଲେ ଯୁବତୀ
-ବାଲିଅନ୍ତାରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣାରେ ମୁହଁ ଖୋଲିଲେ ଯୁବତୀ
'-ମୋତେ ଓ ମୋ ସାଙ୍ଗକୁ ଅସଦାଚରଣ କରିଥିଲେ ୨ ଯୁବକ'
'-ଆଗରୁ ମୁଁ ସେମାନଙ୍କୁ କେବେ କେଉଁଠି ଦେଖିନଥିଲି'
'-ମୁଁ ଓ ମୋ ସାଙ୍ଗ ସ୍କୁଟରରେ ମାଉସୀ ଘରକୁ ଯାଉଥିଲୁ'
'-ବାଟରେ ସେମାନେ ଆମକୁ ପ୍ରଥମେ କିଛି କହିଥିଲେ'
-'ପରେ ପଛକୁ ଫେରି ଆମ ଗାଡ଼ିକୁ ଧକ୍କା ଦେଇ ଅସଦାଚରଣ କରିଥିଲେ
-ସ୍ଥାନୀୟ ଲୋକେ ଆସିଲେ ବୋଲି ମୁଁ ଆଜି ବଞ୍ଚିଛି କହିଲେ ଯୁବତୀ


admin 
