ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସରିଲା ସର୍ଭିକାଲ ଆଥ୍ରାଇଟିସ ଚିକିତ୍ସା।

ମୁମ୍ବାଇସ୍ଥିତ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ନବୀନଙ୍କର ଚିକିତ୍ସା କରାଯାଇଛି। ତାଙ୍କ ଅପରେସନ ସଫଳ ହୋଇଛି।

ଅସ୍ତ୍ରୋପଚାର ପରେ ସୁସ୍ଥ ଅଛନ୍ତି ନବୀନ । ୫ରୁ ୬ ଦିନ ମଧ୍ୟରେ ହେବେ ଡିସଚାର୍ଜ । ସୂଚନା ଦେଲେ ନବୀନଙ୍କ ବ୍ୟକ୍ତିଗତ ଚିକିତ୍ସକ ଡାକ୍ତର ରମାକାନ୍ତ ପଣ୍ଡା ।