*ବୁର୍ଲାରେ ଦୁର୍ଦ୍ଦାନ୍ତ ମନୀଷକୁ ଏନକାଉଣ୍ଟର...*
*-ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ମନୀଷ ସାହୁକୁ ଏନକାଉଣ୍ଟର*
*-ବୁର୍ଲାରେ ପୋଲିସ ଗୁଳିରେ ଆହତ ହୋଇଛି ଦୁର୍ଦ୍ଦାନ୍ତ ମନୀଷ*
*-ମନୀଷ ନାଁରେ ପୂର୍ବରୁ ୧୪ରୁ ଅଧିକ ଅପରାଧିକ ମାମଲା ରହିଛି*
*-ପ୍ଲାନେଟୋରିୟମ ଛକରେ ଗାଡି ଚେକିଂ ବେଳେ ଖସିଯାଉଥିଲା*
*-ପୋଲିସ ଉପରକୁ ୩ ରାଉଣ୍ଡ ଗୁଳି ଚଳାଇବା ପରେ ଏନ୍କାଉଣ୍ଟର*


admin 
