*ଭିଜିଲାନ୍ସ ଜାଲରେ ଅବକାରୀ ସୁପରିଟେଣ୍ଡେଣ୍ଟ*
*-ରାଉରକେଲା: ଭିଜିଲାନ୍ସ ଜାଲରେ ଅବକାରୀ ସୁପରିଟେଣ୍ଡେଣ୍ଟ ଧନେଶ୍ବର ବରାଡ*
*-୫ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ*
*-ଉଦିତ ନଗର କାର୍ଯ୍ୟାଳୟରେ ମଦ ଦୋକାନୀଙ୍କ ଠାରୁ ଲାଞ୍ଚ ନେଉଥିଲେ*
*-ଭୁବନେଶ୍ବର ସ୍ଥିତ ବାସଭବନ ସମେତ ଏକାଧିକ ସ୍ଥାନରେ ଭିଜିଲାନ୍ସ ଚଢାଉ*


admin 
