ମନ୍ଦିର ପ୍ରତିଷ୍ଠା ପାଇଁ ଡାକିଥିଲେ: ରାମକୃଷ୍ଣ .

ମନ୍ଦିର ପ୍ରତିଷ୍ଠା ପାଇଁ ଡାକିଥିଲେ: ରାମକୃଷ୍ଣ . -ପଶ୍ଚିମବଙ୍ଗ ଦିଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦ ପ୍ରସଙ୍ଗ -ବରିଷ୍ଠ ଦଇତାପତି ରାମକୃଷ୍ଣ ଦାସମହାପାତ୍ରଙ୍କ ପ୍ରେସ୍‌ମିଟ୍ -ମମତା ବାଲାର୍ଜୀ ମୋର ଜଣେ ଶିଷ୍ୟ: ରାମକୃଷ୍ଣ -ମୋତେ ମନ୍ଦିର ପ୍ରତିଷ୍ଠା ପାଇଁ ଡାକିଥିଲେ: ରାମକୃଷ୍ଣ -ତିଥି ଅନୁସାରେ ପୂଜାର୍ଚ୍ଚନା ପାଇଁ କହିଥିଲି -ନିମ୍ବ କାଠରେ ମୂର୍ତ୍ତି ପ୍ରତିଷ୍ଠା କରାଯାଇଛି -ମୁଁ ନିଜେ ପୁରୀରୁ ନିମ୍ବ କାଠ ନେଇ ଯାଇଥିଲି -ବ୍ରହ୍ମର ଏକମାତ୍ର ସ୍ଥାନ ପୁରୀରେ ରହିଛି -ବ୍ରହ୍ମ ସ୍ଥାପନ ନେଇ କୌଣସି ସ୍ଥାନରେ କହିନାହିଁ -ଜଗନ୍ନାଥ ଧାମ କହିଲେ କେବଳ ପୁରୀକୁ ବୁଝାଏ

ମନ୍ଦିର ପ୍ରତିଷ୍ଠା ପାଇଁ ଡାକିଥିଲେ: ରାମକୃଷ୍ଣ .