*ମହଙ୍ଗା ପଡ଼ିଲା ପ୍ରେମ ପ୍ରତାରଣା ।

*ମହଙ୍ଗା ପଡ଼ିଲା ପ୍ରେମ ପ୍ରତାରଣା ।

*ମହଙ୍ଗା ପଡ଼ିଲା ପ୍ରେମ ପ୍ରତାରଣା । ଦୁଷ୍କର୍ମ ଅଭିଯୋଗରେ ବନ୍ଧା ହେଲେ SI ବାବୁ । ସବଇନସ୍ପେକ୍ଟର ପ୍ରଭାତ କୁମାର ନାୟକଙ୍କୁ ଗିରଫ କଲା ବାରିପଦା ଟାଉନ ଥାନା ପୋଲିସ । ମୟୂରଭଞ୍ଜ ଜିଲ୍ଲା ବାରିପଦା ଟାଉନ ଥାନାରେ କାର୍ଯ୍ୟରତ SIଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ ହୋଇଛି । ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଥିବା ଅଭିଯୋଗ କରିଛନ୍ତି ଯୁବତୀ ।*