*ମାର୍ଚ୍ଚ କିମ୍ବା ଏପ୍ରିଲରେ ପଞ୍ଚାୟତ ଭୋଟ୍‌*

*ମାର୍ଚ୍ଚ କିମ୍ବା ଏପ୍ରିଲରେ ପଞ୍ଚାୟତ ଭୋଟ୍‌*

*-ଆସନ୍ତା ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ହୋଇପାରେ ପଞ୍ଚାୟତ ନିର୍ବାଚନ*

*-ସୂଚନା ଦେଲେ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ*

*-ପଞ୍ଚାୟତ ନିର୍ବାଚନ ପାଇଁ ସ୍ବତନ୍ତ୍ର ଭୋଟର ତାଲିକା ପ୍ରସ୍ତୁତ କରାଯିବ*

*-ଅକ୍ଟୋବର ୨୪ରୁ ନଭେମ୍ବର ୭ ଯାଏ ଘରକୁ ଘର ସର୍ଭେ କରାଯିବ*

*-ସର୍ଭେ ପରେ ଭୋଟର ତାଲିକା ନେଇ ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ*

*-ଫେବ୍ରୁଆରୀ ଦ୍ବିତୀୟ ସପ୍ତାହ ସୁଦ୍ଧା ଚୁଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ*

*-ବର୍ତ୍ତମାନ ଜନଗଣନା ପ୍ରକ୍ରିୟା ଚାଲିଥିବାରୁ ଏହା ସରିବା ପରେ ଘୋଷଣା*

*-ଅର୍ଥାତ ମାର୍ଚ୍ଚ ୫ପରେ ନିର୍ବାଚନ ତାରିଖ ଘୋଷଣା ହୋଇପାରେ*

*-ବର୍ତ୍ତମାନ ପଞ୍ଚାୟଗୁଡ଼ିକର ଅବଧି ଫେବ୍ରୁଆରୀରେ ସରୁଛି*

*-ଜନଗଣନା ପାଇଁ ପଞ୍ଚାୟତ ନିର୍ବାଚନ ମାସେ ବିଳମ୍ବ ହେବ*

*-ପଞ୍ଚାୟତ ନିର୍ବାଚନ ସରିବାର ପ୍ରାୟ ମାସେ ପରେ ପୌର ନିର୍ବାଚନ ହେବ*