ଯାଦବଙ୍କ ଭୁବନେଶ୍ବର ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା.

ଅଖିଳେଶଙ୍କ_ଈଶାରା ଶ୍ରୀକାନ୍ତଙ୍କ_ଗତି_କୁଆଡ଼େ -ଅଖିଳେଶ ଯାଦବଙ୍କ ଭୁବନେଶ୍ବର ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା.* *-ବରିଷ୍ଠ କଂଗ୍ରେସ ନେତା ଶ୍ରୀକାନ୍ତ ଜେନାଙ୍କୁ ସାକ୍ଷାତ କରିବେ କହିଲେ* *-ସମାଜବାଦୀ ପାର୍ଟିକୁ ଓଡ଼ିଶାରେ ସଂଗଠିତ କରିବାକୁ ଆସିଛି ବୋଲି କହିଲେ* *-ଏପରି ସ୍ଥିତିରେ ଶ୍ରୀକାନ୍ତ ଜେନାଙ୍କୁ ବାସଭବନରେ ସାକ୍ଷାତକୁ ନେଇ ଚର୍ଚ୍ଚା.* *-‘ଓଡ଼ିଶାରେ ସମାଜବାଦୀ ପାର୍ଟି ବଢ଼ିବା ନେଇ ଆଲୋଚନା କରିବି’* *-‘ସମାଜବାଦୀ ପାର୍ଟିର ଏଠି ବଡ଼ ସଂଗଠନ ନାହିଁ’* *-‘ଲୋକଙ୍କୁ ଯୋଡ଼ିବା ପାଇଁ ଆମର ଉଦ୍ୟମ ରହିବ’* *-ବରିଷ୍ଠ ନେତା ଶ୍ରୀକାନ୍ତ ଜେନାଙ୍କ ଗତି କୁଆଡ଼େ, ବଢ଼ିଲା ସସ୍‌ପେନ୍ସ.*

ଯାଦବଙ୍କ ଭୁବନେଶ୍ବର ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା.